Coronavirus
ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ କମି ଥିବାବେଳେ ଏବେ ପୁଣି ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରେ ୨୪ ଘଣ୍ଟାରେ ୫୨୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୩ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନ୍ରୁ ୩୧୦ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୨୧୮ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଚିହ୍ନଟ ନୂଆ ୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୬୯ ଜଣ, ଦେବଗଡ଼ରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୩୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୭ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲ୍ରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି ।
5. Cuttack: 69
6. Deogarh: 3
7. Ganjam: 4
8. Jagatsinghpur: 24
9. Jajpur: 16
10. Jharsuguda: 4
11. Kendrapada: 8
12. Khurda: 243
13. Koraput: 3
14. Malkangiri: 1
15. Mayurbhanj: 31
16. Nawarangpur: 1
17. Nayagarh: 2
18. Puri: 17
19. Sambalpur: 14
20. Sonepur: 2
21. Sundargarh: 9
— I & PR Department, Odisha (@IPR_Odisha) October 3, 2021
22. State Pool: 59
New recoveries: 579
Cumulative tested: 20172526
Positive: 1027959
Recovered: 1014412
Active cases: 5280
— I & PR Department, Odisha (@IPR_Odisha) October 3, 2021
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍ କେସ୍ ୫୨୮୦ ରହିଛି। ୧୦୧୪୪୧୨ ଜଣ ସୁସ୍ଥ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1628133681.jpg)