Advertisment

ଓଡ଼ିଶାରେ କମୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୫୩୯ ସଂକ୍ରମିତ ଚିହ୍ନଟ

ରାଜ୍ୟରେ କମୁଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି।

corona testing

corona testing

Advertisment

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୨୩ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୫୩୯ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ଼ ୨ଜଣ, ଭଦ୍ରକରୁ ୧୨ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୧୭ ଜଣ,, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୫୪ ଜଣ, ମାଲକାନଗିରି ୨, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲ୍‌ରୁ ୬୦ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) September 24, 2021


Advertisment

— I & PR Department, Odisha (@IPR_Odisha) September 24, 2021

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫୮୨୯ ରହିଛି। ୧୦୦୯୦୮୮ ଜଣ ସୁସ୍ଥ ହୋଇଛନ୍ତି। ସେପ୍ଟେମ୍ବର ୨୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୬୪୪ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। 

COVID-19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ