Corona Testing
ଭୁବନେଶ୍ୱର: ଗତକାଲି କରୋନା ସଂକ୍ରମଣ କମିଥିବା ବେଳେ ଆଜି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ରାଜ୍ୟରେ ୨୪ ଘଣ୍ଟାରେ ୬୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୩୫୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୪୯ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତ ଅଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ ୨ ଜଣ ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମ ୧, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳ ୧, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲ୍ରୁ ୬୭ଜଣ ଚିହ୍ନଟ ହୋଇଛନ୍ତି ।
5. Cuttack: 54
6. Deogarh: 1
7. Dhenkanal: 14
8. Ganjam: 1
9. Jagatsinghpur: 18
10. Jajpur: 24
11. Jharsuguda: 2
12. Kandhamal: 1
13. Kendrapada: 6
14. Keonjhar: 7
15. Khurda: 283
16. Koraput: 4
17. Mayurbhanj: 31
18. Nayagarh: 1
19. Nuapada: 1
20. Puri: 21
21. Rayagada: 4
— I & PR Department, Odisha (@IPR_Odisha) September 30, 2021
22. Sambalpur: 13
23. Sonepur: 1
24. Sundargarh: 9
25. State Pool: 67New recoveries: 467
Cumulative tested: 19968786
Positive: 1026476
Recovered: 1012583
Active cases: 5642
— I & PR Department, Odisha (@IPR_Odisha) September 30, 2021
ସେହିପରି ରାଜ୍ୟରେ ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୮ରେ ପହଞ୍ଚିଛି।
Also Read
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍ କେସ୍ ୫୬୪୨ ରହିଛି। ୧୦୧୨୫୮୩ ଜଣ ସୁସ୍ଥ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-testing_1627282305.jpg)
