ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୫୮ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ପଜିଟିଭ୍ ବାହାରିଛନ୍ତି। ରାଜ୍ୟର ଅନ୍ୟ ଜିଲ୍ଲାରେ କରୋନା ସଂକ୍ରମଣ ଧୀରେ ଧୀରେ କମୁ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।
ଚିହ୍ନଟ ନୂଆ ୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୨୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲ୍ରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 12th October
— I & PR Department, Odisha (@IPR_Odisha) October 13, 2021
New Positive Cases: 615
Of which 0-18 years: 68
In quarantine: 357
Local contacts: 258
(Details of local contacts will be shared by concerned Dist Administration)
1. Angul: 4
2. Balasore: 12
3. Bargarh: 3
4. Bhadrak: 7
5. Boudh: 1
6. Cuttack: 72
— I & PR Department, Odisha (@IPR_Odisha) October 13, 2021
7. Dhenkanal: 1
8. Ganjam: 3
9. Jagatsinghpur: 8
10. Jajpur: 9
11. Jharsuguda: 2
12. Kendrapada: 10
13. Keonjhar: 3
14. Khurda: 323
15. Koraput: 4
16. Mayurbhanj: 28
17. Nayagarh: 3
18. Nuapada: 3
19. Puri: 15
20. Rayagada: 1
21. Sambalpur: 19
22. Sundargarh: 8
— I & PR Department, Odisha (@IPR_Odisha) October 13, 2021
23. State Pool: 76
New recoveries: 546
Cumulative tested: 20827920
Positive: 1033288
Recovered: 1019764
Active cases: 5203
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍ କେସ୍ ୫,୨୦୩ରହିଛି। ୧୦୧୯୭୬୪ ଜଣ ସୁସ୍ଥ ହୋଇଛନ୍ତି।