Coronavirus
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୨୬୮ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି।
ନୂଆ ପଜିଟିଭ୍ଙ୍କ ମଧ୍ୟରୁ ଅନୁଗୁଳରୁ ୯, ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୨୩୫, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ୍ପୁଲ୍ରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
5. Balangir: 5
6. Boudh: 1
7. Cuttack: 84
8. Deogarh: 1
9. Dhenkanal: 2
10. Gajapati: 1
11. Ganjam: 5
12. Jagatsinghpur: 37
13. Jajpur: 30
14. Jharsuguda: 6
15. Kalahandi: 2
16. Kandhamal: 2
17. Kendrapada: 24
18. Keonjhar: 9
19. Khurda: 235
20. Koraput: 5
21. Malkangiri: 1
— I & PR Department, Odisha (@IPR_Odisha) September 12, 2021
22. Mayurbhanj: 30
23. Nawarangpur: 1
24. Nayagarh: 6
25. Nuapada: 2
26. Puri: 17
27. Rayagada: 3
28. Sambalpur: 9
29. Sundargarh: 25
30. State Pool: 52New recoveries: 706
Cumulative tested: 18854295
Positive: 1016362
Recovered: 1001254
Active cases: 6957
— I & PR Department, Odisha (@IPR_Odisha) September 12, 2021
ସେହିପରି ରାଜ୍ୟର ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮ରେ ପହଞ୍ଚିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୬,୩୬୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୧୦,୦୧,୨୫୪ ଜଣ ସୁସ୍ଥ ହୋଇଛନ୍ତି ୬୯୫୭ ଆକ୍ଟିଭ କେସ୍ ରହିଛି।
Also Read
ଅନ୍ୟପକ୍ଷେ, କଟକ ଏସ୍ସିବି ମେଡିକାଲରେ ଇକ୍ମୋ ବ୍ୟବସ୍ଥାରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ସେ ହେଉଛନ୍ତି ପ୍ରଥମ ରୋଗୀ, ଯିଏକି ଏସ୍ସିବିରେ ଇକ୍ମୋରେ ଚିକିତ୍ସାଧୀନ ଥାଇ ପ୍ରାଣ ହରାଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1631421282.jpg)
