1078 new Covid19 positive cases in odisha
ଭୁବନେଶ୍ୱର: ଅଗଷ୍ଟ ୯ର ରିପୋର୍ଟ ଅନୁସାରେ ରାଜ୍ୟରେ ୧,୦୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ପୁଣି ହଜାରେ ଉପରକୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୦ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୦୭୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ୧୪୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୧୨, ନୟାଗଡ଼ରୁ ୬, ଅନୁଗୁଳରୁ ୫, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୩ ଜଣ ଲେଖାଏ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳରୁ ୨ ଜଣ ଲେଖାଏ, ବରଗଡ଼, ଯାଜପୁର, କଳାହାଣ୍ଡି, ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୬୩୦ରେ ପହଞ୍ଚିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗିରରୁ ୪, ବୌଦ୍ଧରୁ୧, କଟକରୁ ୧୪୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୭୨, ମାଲକାନଗିରିିରୁ ୫, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୬, ନୂଆପଡ଼ାରୁ ୫, ପୁରୀରୁ ୪୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟ୍ ପୁଲ୍ରୁ ୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
6. Boudh: 1
7. Cuttack: 147
8. Deogarh: 4
9. Dhenkanal: 16
10. Gajapati: 2
11. Ganjam: 6
12. Jagatsinghpur: 58
13. Jajpur: 58
14. Jharsuguda: 8
15. Kalahandi: 1
16. Kandhamal: 6
17. Kendrapada: 51
18. Keonjhar: 12
19. Khurda: 372
20. Malkangiri: 5
21. Mayurbhanj: 35
— I & PR Department, Odisha (@IPR_Odisha) August 11, 2021
22. Nawarangpur: 1
23. Nayagarh: 26
24. Nuapada: 5
25. Puri: 48
26. Rayagada: 4
27. Sambalpur: 12
28. Sonepur: 5
29. Sundargarh: 6
30. State Pool: 83New recoveries: 1319
Cumulative tested: 16752488
Positive: 990075
Recovered: 972710
Active cases: 10682
— I & PR Department, Odisha (@IPR_Odisha) August 11, 2021
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୦,୦୭୫ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୧୦,୬୮୨ ଥିବାବେଳେ ୯,୭୨,୭୧୦ ଜଣ ସୁସ୍ଥ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1628652161.jpeg)