Corona Death
ଓଡ଼ିଶାରେ ଆଜି ମଧ୍ୟ ୧୧ ହଜାର ଉପରେ ରହିଛି ଦୈନିକ କରୋନା ସଂକ୍ରମଣ । ରାଜ୍ୟରେ ଆଜି ୧୧,୬୦୭ କରୋନା ଆକ୍ରାନ୍ତ ଚିହ୍ନଟ । କ୍ୱାରେଣ୍ଟିନରୁ ୬୭୨୮, ଲୋକାଲ୍ କେସ୍ ୪୮୭୯ ଚିହ୍ନଟ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୪,୩୪୭ ଆକ୍ରାନ୍ତ ଚିହ୍ନଟ ।
ସୁନ୍ଦରଗଡ଼- ୧୨୧୯, କଟକ- ୮୯୮, ଷ୍ଟେଟ୍ପୁଲ୍- ୮୭୭, ସମ୍ବଲପୁର- ୩୯୦, ବାଲେଶ୍ୱର- ୩୦୫, ଯାଜପୁର- ୨୩୧, ରାୟଗଡ଼ା- ୨୨୯, ବଲାଙ୍ଗିର- ୨୨୯, ଝାରସୁଗୁଡ଼ା- ୨୧୯, ନୟାଗଡ- ୨୦୬, ଅନୁଗୁଳ- ୧୮୫, ମୟୂରଭଞ୍ଜ- ୧୭୪, ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪କୁ ବୃଦ୍ଧି ।
ସେପଟେ ଦେଶରେ ଦିନକରେ ୨ ଲକ୍ଷ ୮୨ ହଜାର ୯୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲିଠାରୁ ୪୪ ହଜାର ୮୮୯ ଜଣ ଅଧତ୍କ ସଂକ୍ରମିତ ଚିହ୍ନଟ । ଦେଶରେ ଦୈନିକ ପଜିଟିଭିଟି ହାର ୧୫.୧୩ ପ୍ରତିଶତକୁ ଛୁଇଁଛି । ଅନ୍ୟପଟେ ଦିନକରେ ୪୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୭ ହଜାର ୨୦୨କୁ ବୃଦ୍ଧି ପାଇଛି । ଆକ୍ଟିଭ୍ କେସ୍ ୧୮,୩୧,୦୦୦ ରହିଥିବା ବେଳେ ସୁସ୍ଥ ହେଲେଣି ୩,୫୫,୮୩,୦୩୯ ।
ସେହିଭଳି ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୯୬୧କୁ ବୃଦ୍ଧି ପାଇଛି । ଗତକାଲିଠାରୁ ଆଜି ୦.୭୯% ଅଧତ୍କ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642568023.jpeg)