ଅଦ୍ୟତନ ହୋଇଛି
1 injured after miscreants fire two rounds at Pipili toll plaza
Advertisment
ପିପିଲି ଟୋଲ୍ ପ୍ଲାଜାରେ ଫାୟାରିଂ। ଟୋଲ୍ କର୍ମଚାରୀଙ୍କ ସହ ବଚସାରୁ ଫାଙ୍କା ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ ପରେ ଫାଙ୍କା ଗୁଳିମାଡ଼ କରିଛନ୍ତି। ୭ ଜଣ ଦୁର୍ବୃତ୍ତ ଏକ କାରରେ ଭୁବନେଶ୍ୱରରୁପୁରୀ ଯାଉଥିବା ବେଳେ ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି।
Advertisment
୨ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଦୁର୍ବୃତ୍ତମାନେ ଫେରାର ମାରିଛନ୍ତି। ଆକ୍ରମଣରେ ଟୋଲ୍ କର୍ମଚାରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଗୁଳି ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697683898.jpg)