Advertisment

ଭାଇର ବଂଶ ବୁଡାଇଦେଲା ଭାଇ; ପରିବାରର ୪ ଜଣଙ୍କୁ ବିଭତ୍ସ ହତ୍ୟା

ବରଗଡ଼ ଜିଲ୍ଲା ଭଟଲି ଥାନା ଝିକିଝିକି ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ।

ଅଦ୍ୟତନ ହୋଇଛି
Baragarh Murder Case

Murder

Advertisment

ଗୋଟିଏ ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା । ବରଗଡ଼ ଜିଲ୍ଲା ଭଟଲି ଥାନା ଝିକିଝିକି ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ବାପା, ମା’ ସହ ପୁଅ ଓ ଝିଅଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଘରୁ ଉଦ୍ଧାର କରାଯାଇଛି । ଜମିଜମା ବିବାଦରୁ କକା ଶାବଳରେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ କକାକୁ ଅଟକ ରଖି ପୋଲିସର ପଚରାଉଚରା ଜାରି ରଖିଛି ।

Advertisment

ମୃତକ ମାନେ ହେଲେ ଗୁରୁଦେବ ବାଗ, ପତ୍ନୀ ଶିବଗ୍ରୀ, ପୁଅ ଚୂଡ଼ାମଣି ଓ ଝିଅ ଶ୍ରାବଣୀ । ଜମିଜମା ବିବାଦରୁ ଗୁରୁଦେବଙ୍କ କାକା ଶିବ ବାଗ ଲୁହା ଶାବଳରେ ସମସ୍ତଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଶିବ ବାଗକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

Murder Crimes In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ