ଅଦ୍ୟତନ ହୋଇଛି
Tahasildar
Advertisment
ଲାଞ୍ଚ ନେଉଥିଲେ ବେଗୁନିଆ ତହସିଲଦାର । ରଙ୍ଗେହାତ୍ ଧରିଲା ଭିଜିଲାନ୍ସ । ଜମି କିସମ ପରିବର୍ତ୍ତନ ପାଇଁ ଘରେ ଜଣଙ୍କ ଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ, ଭିଜିଲାନ୍ସ ଜାଲରେ ଫସିଛନ୍ତି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ । ଭୁବନେଶ୍ୱରର କଳିଙ୍ଗବିହାରରେ ଥିବା ପୃଥ୍ୱୀରାଜଙ୍କ ବାସଭବନରେ ଚଢ଼ାଉ କରି, ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜିଲାନ୍ସ ଟିମ୍ ।
Advertisment
ଲାଞ୍ଚୁଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳକୁ ଭିଜିଲାନ୍ସ ଟିମ୍ ଧରି ବେଗୁନିଆ ନେବା ସହିତ, ତହସିଲ କାର୍ଯ୍ୟାଳୟରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଥିବା ସୂଚନା ମିଳିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Tahasildar_1671037843.jpeg)