Advertisment

ରାସ୍ତାକଡ଼ରୁ ମିଳିଲା ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

Deadbody Found On Roadside

Deadbody Found On Roadside

Advertisment

ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ଘାଟି ନିକଟ ରାସ୍ତାକଡ଼ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

Advertisment

ଘଟଣାସ୍ଥଳରେ ଅତିରିକ୍ତ ଏସ୍‌ପି, ଛତ୍ରପୁର ଏସ୍‌ଡିପିଓ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ।  

Murder Deadbody Found
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ