/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679106889.jpg)
Bombing on jewellery shop in Bhubaneswar
ରାଜଧାନୀରେ ବୋମାମାଡ଼। ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି।
Advertisment
ସୂଚନା ଅନୁସାରେ, ଗତକାଲି ରାତିରେ କିଛି ଦୁର୍ବୃତ୍ତ ଆସି ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ବୋମାମାଡ଼ରେ ଜଣେ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସେପଟେ ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି ହୋଇଥିବା ସୂଚନା ମିଳିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)