Advertisment

ଗାଡ଼ିରେ ଆସିଲେ, ସୁନା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ମାରିଲେ...

ଭୁବନେଶ୍ୱର ୟୁନିଟ୍‌-୪ ମାର୍କେଟ୍‌ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି।

Bombing on jewellery shop in Bhubaneswar

Bombing on jewellery shop in Bhubaneswar

Advertisment

ରାଜଧାନୀରେ ବୋମାମାଡ଼। ଭୁବନେଶ୍ୱର ୟୁନିଟ୍‌-୪ ମାର୍କେଟ୍‌ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି।

Advertisment

ସୂଚନା ଅନୁସାରେ, ଗତକାଲି ରାତିରେ କିଛି ଦୁର୍ବୃତ୍ତ ଆସି ୟୁନିଟ୍‌-୪ ମାର୍କେଟ୍‌ରେ ଥିବା ଏକ ସୁନା ଦୋକାନ ଉପରକୁ  ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ବୋମାମାଡ଼ରେ ଜଣେ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସେପଟେ ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି ହୋଇଥିବା ସୂଚନା ମିଳିଛି। 

Advertisment
Bombing
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ