Advertisment

Gangrape: ଗୋପାଳପୁରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ

କିଛି ଯୁବକ ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗୋପାଳପୁର ଥାନାରେ ଯୁବତୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିବା ଜଣା ପଡିଛି।

ଅଦ୍ୟତନ ହୋଇଛି
gopalpur

gopalpur

Advertisment

ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ଲଜ୍ଜା। ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଆସିଛି। ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ଆସିଛି। ପୁରୁଷ ବନ୍ଧୁଙ୍କ ସହ ବେଳାଭୂମିକୁ ବୁଲିବାକୁ ଯାଇଥିଲେ ଯୁବତୀଜଣକ।

Advertisment

ଏହି ସମୟରେ କିଛି ଯୁବକ ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗୋପାଳପୁର ଥାନାରେ ଯୁବତୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିବା ଜଣା ପଡିଛି। ଅନ୍ୟ ପକ୍ଷରେ ପୋଲିସ ୭ ଜଣ ଯୁବକଙ୍କୁ ଅଟକ ରଖିଛି। ପୋଲିସ ମାମଲାର ତଦନ୍ତ କରୁଥିବା ନେଇ ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ: ଓଭର ସ୍ପିଡିଙ୍ଗକୁ ନେଇ ମହିଳା କଲେ ଅଭିଯୋଗ, ରାସ୍ତା ମଝିରେ ଚାପୁଡା ମାରିଲେ ରାପିଡୋ ଡ୍ରାଇଭର

Advertisment
Rape Case Gang Rape Gopalpur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ