Advertisment

Breaking News: ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା

କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ସନ୍ତୋଷ ପାତ୍ର ।

ଅଦ୍ୟତନ ହୋଇଛି
Rashmirekha

Rashmirekha

Advertisment

ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା । ଗତକାଲି ବିଳମ୍ବିତ ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ସନ୍ତୋଷ । ରାଉରକେଲା ବାସନ୍ତୀ କଲୋନୀରେ ରହୁଥିବା ସନ୍ତୋଷ ନିଜ ବେଡ୍‌ ରୁମ୍‌ରେ ଆତ୍ମହତ୍ୟା କରିଛନ୍ତି । ସନ୍ତୋଷ ତାଙ୍କ ବାପା ମାଆଙ୍କ ସହ ରହୁଥିଲେ । ସନ୍ତୋଷ ପାତ୍ରଙ୍କ ମୃତଦେହକୁ ପୋଲିସ ଜବତ କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଥିବା ମର୍ଗ ହାଉସରେ ରଖିଛି । କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ବୟଫ୍ରେଣ୍ଡ ସନ୍ତୋଷ ପାତ୍ର ।

Advertisment
Crime Odia Actress Rashmirekha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ