/odishatv-khabar/media/post_attachments/uploadimage/library/16_9/16_9_0/IMAGE_1692258062.jpg)
Jee Main Marksheet
୨୦୨୨ JEE ମେନ୍ ପରୀକ୍ଷାରେ ଜଣଙ୍କର ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ। ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପରୀକ୍ଷାର୍ଥୀ ଅଂଶୁମାନ କାନୁନଗୋଙ୍କ ଆବେଦନ ଗ୍ରହଣ କରି ମାର୍କସିଟ୍ ଉପରେ ତଦନ୍ତ ଲାଗି ନିର୍ଦ୍ଦେଶ ଦିଆଯାଇଛି । ମାର୍କସିଟ୍କୁ ତ୍ରୁଟିପୂର୍ଣ୍ଣ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଂଶୁମାନ । ୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)