/odishatv-khabar/media/post_attachments/uploadimage/library/16_9/16_9_0/Suicide_1698993308.jpg)
Suicide
ପ୍ରିନ୍ସିପାଲ ମୋବାଇଲ ନେଇଯିବାରୁ ଛାତ୍ରଙ୍କ ଆତ୍ମହତ୍ୟା ସନ୍ଦେହ । ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏକ ସ୍କୁଲ ପରିସର ଗଛରୁ ଏହି ଛାତ୍ରଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
Advertisment
#ମୋବାଇଲ_ପାଇଁ_ଛାତ୍ରଙ୍କ_ଆତ୍ମହତ୍ୟା!
- ପ୍ରିନ୍ସିପାଲ ମୋବାଇଲ ନେଇଯିବାରୁ ଛାତ୍ରଙ୍କ ଆତ୍ମହତ୍ୟା ସନ୍ଦେହ
- ସ୍କୁଲ ପରିସର ଗଛରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏକ ସ୍କୁଲ ପରିସର ଗଛରୁ ଉଦ୍ଧାର#Khordha#Odishapic.twitter.com/dkpADKlZzP— ଓଟିଭି (@otvkhabar) November 3, 2023
ମିଳିଥିବା ସୂଚନା ଅନୁସାରେ ମୃତ ଛାତ୍ର ଜଣଙ୍କ ଗଜପତି ଜିଲ୍ଲାର ଦଶମ ଶ୍ରେଣୀର ଛାତ୍ର। ଷଷ୍ଠ ଶ୍ରେଣୀରୁ ଗଜପତିରୁ ଆସି ହଷ୍ଟେଲରେ ରହି ପାଠ ପଢୁଥିଲେ। ତେବେ ଗତକାଲି ରାତିରେ ସେହି ଛାତ୍ର ଜଣଙ୍କ ମୋବାଇଲକୁ ପ୍ରିନ୍ସିପାଲ ନେଇଯାଇଥିଲେ। ଯାହାପରେ ଛାତ୍ର ଜଣଙ୍କ ସ୍କୁଲ ପରିସରରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)