Advertisment

ମୋବାଇଲ ନେଇଗଲେ ପ୍ରିନ୍ସିପାଲ, ଗଛରେ ଝୁଲି ପଡ଼ିଲେ ଛାତ୍ର !

ମୃତ ଛାତ୍ର ଜଣଙ୍କ ଗଜପତି ଜିଲ୍ଲାର ଦଶମ ଶ୍ରେଣୀର ଛାତ୍ର। ଷଷ୍ଠ ଶ୍ରେଣୀରୁ ଗଜପତିରୁ ଆସି ହଷ୍ଟେଲରେ ରହି ପାଠ ପଢୁଥିଲେ। ତେବେ ଗତକାଲି ରାତିରେ ସେହି ଛାତ୍ର ଜଣଙ୍କ ମୋବାଇଲକୁ ପ୍ରିନ୍ସିପାଲ ନେଇଯାଇଥିଲେ। ଯାହାପରେ ଛାତ୍ର ଜଣଙ୍କ ସ୍କୁଲ ପରିସରରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଅଦ୍ୟତନ ହୋଇଛି
Suicide

Suicide

Advertisment

ପ୍ରିନ୍ସିପାଲ ମୋବାଇଲ ନେଇଯିବାରୁ ଛାତ୍ରଙ୍କ ଆତ୍ମହତ୍ୟା ସନ୍ଦେହ । ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏକ ସ୍କୁଲ ପରିସର ଗଛରୁ ଏହି ଛାତ୍ରଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।

Advertisment

ମିଳିଥିବା ସୂଚନା ଅନୁସାରେ ମୃତ ଛାତ୍ର ଜଣଙ୍କ ଗଜପତି ଜିଲ୍ଲାର ଦଶମ ଶ୍ରେଣୀର ଛାତ୍ର। ଷଷ୍ଠ ଶ୍ରେଣୀରୁ ଗଜପତିରୁ ଆସି ହଷ୍ଟେଲରେ ରହି ପାଠ ପଢୁଥିଲେ। ତେବେ ଗତକାଲି ରାତିରେ ସେହି ଛାତ୍ର ଜଣଙ୍କ ମୋବାଇଲକୁ ପ୍ରିନ୍ସିପାଲ ନେଇଯାଇଥିଲେ। ଯାହାପରେ ଛାତ୍ର ଜଣଙ୍କ ସ୍କୁଲ ପରିସରରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

Advertisment
Students Suicide Khordha Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ