/odishatv-khabar/media/post_attachments/uploadimage/library/16_9/16_9_0/IMAGE_1729217079.jpg)
Coast Guard DIG
ଭାରତୀୟ କୋଷ୍ଟଗାର୍ଡ ଡିଆଇଜିଙ୍କୁ ବିଚ୍ ରାସ୍ତାରେ ଦୁର୍ବ୍ୟବହାର ଅଭିଯୋଗ । କୋଷ୍ଟଗାର୍ଡ ଡିଆଇଜି ଏସ୍.ଆର୍. ଦାସଙ୍କୁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ନିକଟରେ ୨ ଜଣ ନିଶାସକ୍ତ ଯୁବକ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଗତରାତିରେ ସେ ତାଙ୍କ ପରିବାର ସହ କାରରେ ଆସୁଥିବା ବେଳେ, ଏକ ଟ୍ରାଫିକ ପୋଷ୍ଟ ନିକଟରେ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ନୟାପଲ୍ଲୀ ଥାନାରେ ସେ ଲିଖିତ ଅଭିଯୋଗ କରିଛନ୍ତି।
ଅଧିକ ପଢ଼ନ୍ତୁ: ପୋଲିସକୁ ମହିଳାଙ୍କ ଦୁର୍ବ୍ୟବହାର ଅଭିଯୋଗ; ଥାନାରେ ପଢ଼ାଇଲେ ଆଇନର ପାଠ
କୋଷ୍ଟଗାର୍ଡ ଡିଆଇଜି ଏନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ନୟାପଲ୍ଲୀ ଥାନାରେ ପହଞ୍ଚି କୋଷ୍ଟଗାର୍ଡ ଡିଆଇଜିଙ୍କ ସହ ଆଲୋଚନା କରିଥିଲେ । ସେପଟେ ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।
ଭାରତୀୟ କୋଷ୍ଟଗାର୍ଡ ଡିଆଇଜିଙ୍କୁ ବିଚ୍ ରାସ୍ତାରେ ଦୁର୍ବ୍ୟବହାର ଅଭିଯୋଗ । କୋଷ୍ଟଗାର୍ଡ ଡିଆଇଜି ଏସ୍.ଆର୍. ଦାସଙ୍କୁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ନିକଟରେ ୨ ଜଣ ନିଶାସକ୍ତ ଯୁବକ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । #Bhubaneswar#CoastGuardDIG#CommissioneratePolice#OTVpic.twitter.com/v6XBnJze9S
— ଓଟିଭି (@otvkhabar) October 18, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)