/odishatv-khabar/media/post_attachments/uploadimage/library/16_9/16_9_0/IMAGE_1703438020.jpg)
Bhubaneswar Attack
ଭୁବନେଶ୍ୱରରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ । ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ କିଛି ଦୁର୍ବୃତ୍ତ ହାଣିଛନ୍ତି । ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି ।
Advertisment
ଆହତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯୁବକଙ୍କ ପରିଚୟ ମିଳିନଥିବା ବେଳେ, ତାଙ୍କୁ କିଏ ଓ କାହିଁକି ଆକ୍ରମଣ କଲେ ତାହା ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)