/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656053157.jpg)
Boyfriend Santosh Patra
ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ହାଜର ହେଲେ ବୟଫ୍ରେଣ୍ଡ ସନ୍ତୋଷ ପାତ୍ର । ACPଙ୍କ ନେତୃତ୍ୱରେ ସନ୍ତୋଷ ପାତ୍ରଙ୍କୁ ପଚରାଉଚରା ଚାଲିଛି । ଗତକାଲି ପୂର୍ବତନ ବୟଫ୍ରେଣ୍ଡ ରାଜାଙ୍କଠୁ ପଚରାଉଚରା ହୋଇଥିଲା ।
Advertisment
ଟେଲି ଅଭିନେତ୍ରୀ ରଶ୍ମିରେଖା ମୃତ୍ୟୁ ମାମଲାରେ ରଶ୍ମିଙ୍କ ପୂର୍ବତନ ପୁରୁଷ ବନ୍ଧୁ ରାଜାଙ୍କୁ ଜେରା କରାଯାଇଥିଲା । ଥାନାରେ ହାଜର ହୋଇ ଘଟଣା ସମ୍ପର୍କରେ ପକ୍ଷ ରଖିଥିଲେ ଟେଲି ଅଭିନେତା ରାଜା । ସିରିଏଲ ଜଗତରେ ଚହଳ ସୃଷ୍ଟି କରିଥିବା ଅଭିନେତ୍ରୀ ରଶ୍ମିରେଖା ଓଝା ମୃତ୍ୟୁ ମାମଲାରେ ଆଜି ଭୁବନେଶ୍ୱର ନୟାପଲ୍ଲୀ ପୋଲିସ ରଶ୍ମିଙ୍କ ବୟଫ୍ରେଣ୍ଡ୍ ସନ୍ତୋଷ ପାତ୍ରକୁ ଜେରା କରୁଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)