• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ରାଉରକେଲା ଚାନ୍ଦିପୋଷ ଥାନା ଅଞ୍ଚଳରେ ବଡ଼ ଏନ୍‌କାଉଣ୍ଟର । ଏନ୍‌କାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧୀ ଆହତ ହୋଇଛି । ଅପରାଧୀକୁ RGH ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଅପରାଧୀ ଠାରୁ ଗୋଟିଏ AK-47 ରାଇଫଲ୍ ମଧ୍ୟ ଜବତ ହୋଇଛି । ୨ ଅପରାଧୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ରାଉରକେଲା ପୋଲିସ ।