Advertisment

Police Encounter: ବାୟାସକୁ ଏନକାଉଣ୍ଟର; ଗୋଡ଼ରେ ବାଜିଛି ଗୁଳି

ଆଜି ଭୋର ୪ଟା ସମୟରେ ବାୟାସ ବିଶ୍ରା ଥାନା ଅକ୍ଷୟଶିଳା ଜଳ ପ୍ରପାତ ଅଞ୍ଚଳରେ ଥିବା ରାଉରକେଲା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୋଲିସ ସେହି ସ୍ଥାନରେ ଛକି ରହିଥିଲା। ପୋଲିସକୁ ଦେଖି ପ୍ରଥମେ ବାୟାସ ଗୁଳି ଚାଳନା କରିଥିଲା।

ଅଦ୍ୟତନ ହୋଇଛି
Encounter

Encounter

Advertisment

ଅପରାଧୀଙ୍କ ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ । ଭୁବନେଶ୍ବର ଓ ସମ୍ବଲପୁର ପରେ ଏବେ ରାଉରକେଲାରେ ଏନକାଉଣ୍ଟର।  ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାୟାସ ଲକୁଆ ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ଆଜି ଭୋର ୪ଟା ସମୟରେ ବାୟାସ ବିଶ୍ରା ଥାନା ଅକ୍ଷୟଶିଳା ଜଳ ପ୍ରପାତ ଅଞ୍ଚଳରେ ଥିବା ରାଉରକେଲା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୋଲିସ ସେହି ସ୍ଥାନରେ ଛକି ରହିଥିଲା। ପୋଲିସକୁ ଦେଖି ପ୍ରଥମେ ବାୟାସ ଗୁଳି ଚାଳନା କରିଥିଲା।

ଅଧିକ ପଢ଼ନ୍ତୁ: ଗୋ ଚାଲାଣକାରୀଙ୍କୁ ଏନ୍‌କାଉଣ୍ଟର; ଗୋଡ଼ରେ ବାଜିଛି ଗୁଳି

ପୋଲିସ ପକ୍ଷରୁ ପାଲଟା ଜବାବ ଦିଆଯାଇଥିଲା। ବାୟାସ ଉପରେ ଗୁଳି ଚାଳନା କରାଯାଇଥିଲା। ବାୟାସ ଡାହାଣ ଗୋଡ଼ରେ ଗୁଳି ବାଜିଥିଲା। ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ବାୟାସ ନାଁରେ ଓଡ଼ିଶା ଓ ଝାରଖଣ୍ଡରେ ଅପରାଧିକ ମାମଲା ରହିଛି।

ଅଧିକ ପଢ଼ନ୍ତୁ:ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

Rourkela Encounter
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ