/odishatv-khabar/media/post_attachments/uploadimage/library/16_9/16_9_0/IMAGE_1667304196.jpg)
Knife Attack
କଟକ ସଦର ଥାନା ପ୍ରତାପନଗରୀରେ ଅଘଟଣ । ବିଚ୍ ରାସ୍ତାରେ ଇଂଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ ହୋଇଛି । ଏକ ତରଫା ପ୍ରେମରୁ ଜଣେ ଯୁବକ ଛୁରା ମାଡ଼ କରିଥିବାର ସୂଚନା ମିଳିଛି । କଲେଜରୁ ବସ୍ରେ ଫେରି ଚାଲି ଚାଲି ଗଲା ବେଳେ ଛାତ୍ରୀଙ୍କ ଉପରେ ଆକ୍ରମଣ ହୋଇଥିଲା । ଛୁରା ମାଡ଼ରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗୁରୁତର ଆଘାତ ହୋଇଥିବାର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)