ଅଦ୍ୟତନ ହୋଇଛି
FAKE CBI RAID
Advertisment
ରାଜଧାନୀରୁ ସିବିଆଇ ଅଧିକାରୀ କହି ୨ କୋଟି ଟଙ୍କା ଲୁଟ୍ ମାମଲାରେ ଆଉ ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଗତ ୨ ତାରିଖରେ ନନ୍ଦନବିହାରର ନିବାରଣ ପାଣିଙ୍କ ଘରେ ଦୁର୍ବୁତ୍ତ ପଶି ନିଜକୁ ସିବିଆଇ ଅଧିକାରୀ ପରିଚୟ ଦେଇ ୨ କୋଟି ଟଙ୍କା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଥିଲା । ପୂର୍ବରୁ ପୋଲିସ ଏହି ମାମଲାରେ ୫ ଜଣଙ୍କୁ ଗିରଫ କରିବା ସହ ୧ କୋଟି ୨ ଲକ୍ଷ ଟଙ୍କା ଜବତ କରିଥିଲା । ଅନ୍ୟପଟେ ଘର ମାଲିକ ନିବାରଣ ନଗଦ ୨ କୋଟି ଟଙ୍କା କେଉଁଠୁ ଆଣିଲେ ସେନେଇ ଖୋଳତାଡ଼ କରିପାରେ ଆୟକର ବିଭାଗ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693311440.jpg)