Advertisment

ବନ କର୍ମଚାରୀଙ୍କୁ ଗୁଳିମାଡ଼ ! ଦୁଇ ଗୁରୁତର...

ନୀଳାଚଳଙ୍କ କାନ୍ଧରେ ଦୁଇ ରାଉଣ୍ଡ ଗୁଳି ବାଜିଥିବା ବେଳେ ନବ କୁମାରଙ୍କ ପିଠିରେ ବାଜିଛି ଗୁଳି। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଛି ।

ଅଦ୍ୟତନ ହୋଇଛି
Odisha Forest Dept Employees Shot

Firing

Advertisment

ବନ ବିଭାଗ ଗାଡ଼ିକୁ ଗୁଳିମାଡ଼ । ପାଟ୍ରୋଲିଂ ବେଳେ ବନ ବିଭାଗ ଗାଡ଼ି ଉପରକୁ ଗୁଳିମାଡ଼ ହୋଇଛି । ବୌଦ୍ଧ ଜିଲ୍ଲା ବଘିଆପଡ଼ା ଖଲିଆପାଲି ଛକରେ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ମାରିଛନ୍ତି । ଗୁଳିମାଡ଼ରେ ଦୁଇ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ କର୍ମଚାରୀ ହେଲେ ନୀଳାଚଳ ପ୍ରଧାନ ଓ ନବ କୁମାର ସାହୁ। ନୀଳାଚଳଙ୍କ କାନ୍ଧରେ ଦୁଇ ରାଉଣ୍ଡ ଗୁଳି ବାଜିଥିବା ବେଳେ ନବ କୁମାରଙ୍କ ପିଠିରେ ବାଜିଛି ଗୁଳି। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଛି ।

Advertisment

Firing
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ