/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679105292.jpg)
Five injured in attack after quarrel breaks in Puri
ପୁରୀରେ ହଣାହଣି। ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି ହୋଇଥିବା ସୂଚନା ମିଳିଛି।
Advertisment
୫ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବରପାଇ ଟାଉନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
#ପୁରୀରେ_ହଣାହଣି
ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଆହତ, ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି ହୋଇଥିବା ସୂଚନା ମିଳିଛି...#Attack#Puri#Odishapic.twitter.com/J6xK4nbnNN— ଓଟିଭି (@otvkhabar) March 18, 2023
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)