Advertisment

ବିଲ୍ଡିଂ ପ୍ଲାନ୍ ପାଇଁ କରୁଥିଲେ ଫେକ୍ ଚିଠି ଇସ୍ୟୁ; ଚଢ଼ାଉ କରୁଛି ଭିଜିଲାନ୍ସ

ଉଭୟଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଉଥିବାବେଳେ ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଚଢ଼ାଉ ହେଉଛି ।

ଅଦ୍ୟତନ ହୋଇଛି
Former planning member,

Former planning member,

Advertisment

ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ । ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ ଚାଲିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଜୁନିଅର କ୍ଲର୍କ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢ଼ାଉ ହେଉଛି ।

Advertisment

ଉଭୟଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀମାନେ । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଉଥିବାବେଳେ ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଚଢ଼ାଉ ହେଉଛି ।

ଗତ ସେପ୍ଟେମ୍ବର ମାସରେ ଉଭୟଙ୍କୁ ଗିରଫ କରିଥିଲା ସମ୍ବଲପୁର ପୋଲିସ । ବିଲ୍ଡିଂ ପ୍ଲାନ୍ ପାଇଁ ଫେକ୍ ଆପ୍ରୁଭାଲ୍ ଚିଠି ଇସ୍ୟୁ କରି ଗିରଫ ହୋଇଥିଲେ ବନ୍ଦିତା ମହାପାତ୍ର ଓ ଲକ୍ଷ୍ମୀ ନାରାୟଣ ।

Advertisment
Vigilance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ