Advertisment

Illegal Cough Syrup Seized: ମେଡିସିନ୍ ଫାର୍ମ ଉପରେ ରାତି ଅଧିଆ ଚଢ଼ାଉ; ଜବତ ହେଲା ପୁଳା ପୁଳା ବେଆଇନ୍ କଫ ସିରପ୍

କଟକରେ ଡ୍ରଗ୍ସ କଣ୍ଟ୍ରୋଲ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବେଆଇନ୍ କଫ୍ ସିରପ ଜବତ ହୋଇଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
Illegal Cough Syrup Seized

Illegal Cough Syrup Seized

କଟକରେ ମେଡିସିନ୍ ଫାର୍ମ ଉପରେ ରାତି ଅଧିଆ ଚଢ଼ାଉ। ଜବତ ହେଲା ପୁଳା ପୁଳା ବେଆଇନ୍ କଫ ସିରପ୍। କଟକରେ ଡ୍ରଗ୍ସ କଣ୍ଟ୍ରୋଲ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବେଆଇନ୍ କଫ୍ ସିରପ ଜବତ ହୋଇଛି । ଗତକାଲି ରାତିରେ କଟକ ସଦର ଥାନା ଅନ୍ତର୍ଗତ ସୁମାଣ୍ଡି ଗାଁରେ ଥିବା ମେଡ଼ିସିନ ଫାର୍ମ ଉପରେ ଏହି ଚଢାଇ ହୋଇଥିଲା। 
Advertisment
Illegal Cough Syrup SeizedIllegal Cough Syrup Seized

ବେଆଇନ୍ ଔଷଧ  କିଣିବା, ବିକ୍ରି ଓ ଗଛିତ ରଖିବା ଅଭିଯୋଗରେ ଶଙ୍ଖତ୍ରାସ ଅଞ୍ଚଳର କ୍ରିଷ୍ଣା ମେଡ଼ିସିନ୍ ଫାର୍ମର ମାଲିକ ଜୟରାମ ସାହୁ ଓ ସହଯୋଗୀ ପ୍ରଫୁଲ୍ଲ କୁମାର ଜେନା ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। 

Illegal Cough Syrup Seized

ଫାର୍ମରୁ ୩୨ ପ୍ରକାରର ବେଆଇନ୍ ଔଷଧ ସହ ବିପୁଳ ପରିମାଣର କଫ୍ ସିରପ ଜବତ୍ ହୋଇଛି। ଲାଇସେନ୍ସ ପ୍ରାପ୍ତ ମେଡ଼ିସିନ୍ ଫାର୍ମକୁ ସିଲ୍ କରିଦିଆଯାଇଛି। ବେଆଇନ୍ ଔଷଧ ସାମଗ୍ରୀ ଓ କଫ୍ ସିରପ ବିକ୍ରି ଅଭିଯୋଗ ପାଇ ଅବକାରୀ ବିଭାଗ ପକ୍ଷରୁ ପୂର୍ବରୁ ଖୋଳତାଡ ଚାଲିଥିଲା। 

Advertisment
Cuttack Cough Syrup
Advertisment
Advertisment