/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723783004.jpg)
Vigilance Raid
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ୪ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।
Advertisment
ଅଧିକ ପଢନ୍ତୁ: ଭିଜିଲାନ୍ସ ଜାଲରେ ବଲାଙ୍ଗିରର ଜିଓଲୋଜିଷ୍ଟ; ୪୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ
କଟକ ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ ପରେ ଏହି ଚଢ଼ାଉ ଚାଲିଛି । କଟକ କଲ୍ୟାଣୀ ନଗର ସ୍ଥିତ ଘର, ଭୁବନେଶ୍ବର ଲିଙ୍ଗିପୁର ସ୍ଥିତ ୨ ମହଲା କୋଠା, କେନ୍ଦ୍ରାପଡ଼ା ସ୍ଥିତ ତାଙ୍କ ଅଫିସ ଚ୍ୟାମ୍ବର, କଟକ ନୂଆପଡ଼ା ସ୍ଥିତ ପୈତୃକ ଘର, କଟକ କଲ୍ୟାଣୀ ନଗର ସ୍ଥିତ ତାଙ୍କ ସଂପର୍କୀୟଙ୍କ ଘରେ ଏକକାଳୀନ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।
Advertisment
ଅଧିକ ପଢନ୍ତୁ: କୋଟିଏରୁ ଅଧିକ ଟଙ୍କା ଖାଇଗଲେ ! ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)