/odishatv-khabar/media/post_attachments/uploadimage/library/16_9/16_9_0/murder_1724906844.jpg)
murder
ପୁଣି ରାଜଧାନୀରେ ଗଡ଼ିଲା ମୁଣ୍ଡ। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା କଲା ପାଗଳପ୍ରେମୀ। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳର ଏ ଘଟଣା । ମୃତକ ହେଲେ ଜଗା ମଲ୍ଲିକ । ଏନେଇ ଖଣ୍ଡିଗିରି ଥାନାରେ ମାମଲା ରୁଜୁ ହୋଇଥିବା ବେଳେ, ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ ।
Advertisment
ସୂଚନା ଅନୁସାରେ ଜଗାଙ୍କ ଝିଆରୀଙ୍କୁ ସେହି ସାହିର ଜଣେ ଯୁକ୍ତ ଦୁଇ ଛାତ୍ର ଏକ ତରଫା ଭଲ ପାଉଥିଲେ । ଯାହାକୁ ବିରୋଧ କରୁଥିଲେ ଜଗା । ଏଣୁ ଜଗାଙ୍କୁ ରାସ୍ତାରୁ ହଟାଇବାକୁ ଯାଇ ବୀଭତ୍ସ ଭାବେ ହତ୍ୟା କରିଥିବା ପୋଲିସ କହିଛି । ଗତକାଲି ରାତି ୧୨ଟା ବେଳେ ଜଗା ଘରକୁ ଫେରୁଥିବା ବେଳେ, ଯୁବକ ଜଣଙ୍କ ଖଣ୍ଡାରେ ଜଗାଙ୍କୁ ଆକ୍ରମଣ କରିଥିଲା ।
ଅଧିକ ପଢ଼ନ୍ତୁ: ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟାକୁ ନେଇ ଉତ୍ତେଜନା, BNSSର ଧାରା 163 ବଳବତ୍ତର
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)