• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜର ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଭରତପୁର ଥାନା ଅଞ୍ଚଳରେ ଥିବା ଏହି ମେଡିକାଲ କଲେଜର ଡେଣ୍ଟାଲ ବିଭାଗର ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମୌବନୀ ଦାସ। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି । ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି। ତାଙ୍କ ପରିବାର ମଧ୍ୟ ଆସି ପହଞ୍ଚିଛନ୍ତି।