Advertisment

ରାଜଧାନୀରେ ମେଡିକାଲ ଛାତ୍ରୀଙ୍କ ଆତ୍ମହତ୍ୟା ! ହଷ୍ଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି। ତାଙ୍କ ପରିବାର ମଧ୍ୟ ଆସି ପହଞ୍ଚିଛନ୍ତି।

ଅଦ୍ୟତନ ହୋଇଛି
Bhubaneswar MBBS Student Suicide

Medical Student

Advertisment

ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜର ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଭରତପୁର ଥାନା ଅଞ୍ଚଳରେ ଥିବା ଏହି ମେଡିକାଲ କଲେଜର ଡେଣ୍ଟାଲ ବିଭାଗର ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମୌବନୀ ଦାସ। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି । ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି। ତାଙ୍କ ପରିବାର ମଧ୍ୟ ଆସି ପହଞ୍ଚିଛନ୍ତି।

Advertisment
Mbbs Student Suicide Suicide Student Suicide
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ