Advertisment

ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ !

ଜଣେ ଦୁର୍ବୃତ୍ତ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଅଦ୍ୟତନ ହୋଇଛି
Nayagarh ill Woman Allegedly Raped

Mentally ill woman allegedly raped in Nayagarh

Advertisment

ଜଣେ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କଲା ଦୁର୍ବୃତ୍ତ l  ନୟାଗଡ଼ ଜିଲ୍ଲାରେ ଏହି ଲଜ୍ଜାଜନକ ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l

Advertisment

ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳର ଜଣେ ମାନସିକ ବିକାରଗ୍ରସ୍ତ ମହିଳା ଗତକାଲି ରାତିରେ ଗାଁ ଦାଣ୍ଡରେ ଶୋଇଥିଲେ । ଏହି ଜଣେ ଦୁର୍ବୃତ୍ତ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Advertisment

ସ୍ଥାନୀୟ ଅଞ୍ଚଳର ପାଣ୍ଡା ନାମକ ଜଣେ ଯୁବକଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମହିଳାଙ୍କୁ ଦେଖି ପରିବାର ଲୋକେ ନୟାଗଡ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ ।

ଅଭିଯୋଗ ପରେ ଇଟାମାଟି ପୋଲିସ ଘଟଣାର ତଦନ୍ତ କରୁଛି । ଏହି ଘଟଣାରେ ଜଣେ ଯୁବକ ନା ଏକାଧିକ ଲୋକ ସମ୍ପୃକ୍ତ ଅଛନ୍ତି ସେନେଇ ପୋଲିସ ଖୋଳତାଡ଼ କରୁଛି ।

Advertisment
Rape Allegation
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ