Advertisment

ଯାଜପୁର ବରୀରେ ଲଜ୍ଜା; ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଯାଜପୁର ବରୀରେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ପୀଡ଼ିତା ନାବାଳିକାଙ୍କ ଘର ନିକଟର ଜଣେ ପଡ଼ୋଶୀ ତାଙ୍କ ପ୍ରତି ଏଭଳି ପାଶବିକ ଅତ୍ୟାଚାର କରିଥିବା ନେଇ ବରୀ ଥାନାରେ ଅଭିଯୋଗ ହୋଇଛି।

author-image
Sonali Ojha
Minor Girl Allegedly Raped

Minor Girl Allegedly Raped

ଯାଜପୁର ବରୀରେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ପୀଡ଼ିତା ନାବାଳିକାଙ୍କ ଘର ନିକଟର ଜଣେ ପଡ଼ୋଶୀ ତାଙ୍କ ପ୍ରତି ଏଭଳି ପାଶବିକ ଅତ୍ୟାଚାର କରିଥିବା ନେଇ ବରୀ ଥାନାରେ ଅଭିଯୋଗ ହୋଇଛି। ଏଇ ଘଟଣା ଗତ ୨୩ ତାରିଖରେ ଘଟିଥିଲେ ବି ପୋଲିସ ଏ ପର୍ଯ୍ୟନ୍ତ ଅଭିଯୁକ୍ତ ଗିରଫ କରୁନଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ନାବାଳିକା ଜଣକ ଗୁରୁତର ଅବସ୍ଥାରେ କଟକ ଏସସିବିରେ ଆଇସିୟୁରେ ଚିକିତ୍ସାଧିନ ରହିଛି।

Advertisment

Minor Girl Rape Case
Advertisment
Advertisment