Minor girl consumes poison after being gangraped by lover, his 2 friends
ବିଷ ପିଇଦେଲେ ଗଣଦୁଷ୍କର୍ମ ପୀଡ଼ିତା। ବାଲେଶ୍ୱର ସଦର ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପୀଡ଼ିତା ଜଣଙ୍କ ନାବାଳିକା ବୋଲି ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁସାରେ, ସମ୍ପୃକ୍ତ ନାବାଳିକାକୁ ପଞ୍ଚଲିଙ୍ଗେଶ୍ୱର ବୁଲିବା ପାଇଁ କହି ପ୍ରେମିକ ଘରୁ ଡାକି ନେଇଥିଲେ। ହେଲେ ପଞ୍ଚଲିଙ୍ଗେଶ୍ୱର ପରିବର୍ତ୍ତେ ଯୁବକ ଜଣକ ନାବାଳିକାଙ୍କୁ ଚାନ୍ଦିପୁର ନେଇ ଯାଇଥିଲେ। ସେଠାରେ ସେ ଓ ତାଙ୍କର ୨ ଜଣ ବନ୍ଧୁ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1695437236.jpg)