/odishatv-khabar/media/post_attachments/uploadimage/library/16_9/16_9_0/Crime_1680258182.jpg)
Crime
କଟୁରୀ ଧରି ୫ ଜଣ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ । ନୀଳଗିରି ଥାନା ଜାମ୍ବୁଡ଼ିସାହିରେ ପୋଲିସ ଓ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରାଯାଇଛି । ଏକ ହତ୍ୟା ଉଦ୍ୟମ ମାମଲାରେ ନୋଟିସ ଦେବାକୁ ଯାଇଥିବା ବେଳେ ପୋଲିସ ଅଧିକାରୀଙ୍କ ସହ ଏଭଳି ଘଟିଛି । SI, ASI ସମେତ ୫ ପୋଲିସ ଓ ଗ୍ରାମରକ୍ଷୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ କରି ଥାନାରେ ଅଟକ । ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । କିନ୍ତୁ ଆକ୍ରମଣର କାରଣ ଏଯାଏଁ ସ୍ପଷ୍ଟ ଜଣାପଡ଼ିନି ।
Advertisment
-କଟୁରୀ ଧରି ୫ ଜଣ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଅଭିଯୁକ୍ତ
-ନୀଳଗିରି ଥାନା ଜାମ୍ବୁଡ଼ିସାହିରେ ପୋଲିସ ଓ ଗ୍ରାମରକ୍ଷୀଙ୍କୁ ଆକ୍ରମଣ
-ଏକ ହତ୍ୟା ଉଦ୍ୟମ ମାମଲାରେ ନୋଟିସ ଦେବାକୁ ଯାଇଥିଲେ
-SI, ASI ସମେତ ୫ ପୋଲିସ ଓ ଗ୍ରାମରକ୍ଷୀ ମେଡିକାଲରେ ଭର୍ତ୍ତି
-ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ କରି ଥାନାରେ ଅଟକ#Crime#Nilagiripic.twitter.com/GuVyCMzeG4— ଓଟିଭି (@otvkhabar) March 31, 2023
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)