ଅଦ୍ୟତନ ହୋଇଛି
Murder In Bhubaneswar
Advertisment
ରାଜଧାନୀରେ ମର୍ଡର। ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ସ୍ୱାମୀର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କ୍ୟାପିଟାଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
Advertisment
ଦମ୍ପତିଙ୍କ ଏକମାତ୍ର ପିଲାକୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି। ହତ୍ୟାକାଣ୍ଡର କାରଣ ଜଣାପଡ଼ିନି। ଘଟଣାସ୍ଥଳରେ ଖାରବେଳନଗର ପୋଲିସ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି।
Advertisment
ଆକ୍ରମଣର ଶିକାର ହୋଇଥିବା ପରିବାର ପିଏମ୍ଜି ଛକ ଫୁଟ୍ପାଥ୍ରେ ରହୁଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us