/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723002623.jpg)
Vigilance Raid
ଭିଜିଲାନ୍ସ ଜାଲରେ ବିଡିଓ । କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଦୀପଙ୍କ ଘରେ ରେଡ୍ କରୁଛି । ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍।
Advertisment
ଅଧିକ ପଢନ୍ତୁ: ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା; ଯେତେ ଖୋଳିଲେ ସେତେ ବାହାରୁଛି...
ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା
ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି । ୬ ଜଣ ଡିଏସପିଙ୍କ ନେତୃତ୍ବରେ ୬ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)