• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

କଟକରେ କମିଶନରେଟ୍ ପୋଲିସର ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧି ମନୋଜ ମହାରଣାକୁ ଏନକାଉଣ୍ଟର କରାଯାଇଛି । ସଦର ଥାନା ଅଞ୍ଚଳରେ ଏହି ଏନକାଉଣ୍ଟର କରିଛି ପୋଲିସ । ସୂଚନାନୁଯାୟୀ ମନୋଜର ଗୋଡ଼ରେ ଗୁଳି ବାଜିଛି । ତାଙ୍କୁ ଗୁରୁତର ଭାବେ SCBରେ ଭର୍ତ୍ତି କରାଯାଇଛି । କନ୍ଦରପୁରରେ ଗୁଳି କରି ଲୁଟ୍ ଘଟଣାରେ ସମ୍ପୃକ୍ତ ଥିଲା ମନୋଜ ।

  • Reported by:
  • DEBASHISH MOHANTY