/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689238867.jpg)
ASI Mamata Bastia
ଭିଜିଲାନ୍ସ ଜାଲରେ ସହିଦ ନଗର ଥାନା ASI । ସହିଦ ନଗର ଥାନା ASI ମମତା ବସ୍ତିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୧୫ ହଜାର ଲାଞ୍ଚ ନେଲା ବେଳେ ASIଙ୍କୁ ଭିଜିଲାନ୍ସ ଧରିଛି । ମାମଲାରେ ସହଯୋଗ ପାଇଁ ଏତଲାକାରୀଙ୍କ ଠାରୁ ଲାଞ୍ଚ ନେଉଥିଲେ । ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଥିବାବେଳେ ASI ବସ୍ତିଆଙ୍କ ଦୁଇଟି ଘରେ ଚଢ଼ାଉ କରିଛି ଭିଜିଲାନ୍ସ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)