Advertisment

ପୌରାଧ୍ୟକ୍ଷାଙ୍କ ଘର ଆଗରେ ଫାଙ୍କା ଗୁଳିଚାଳନା

ଢେଙ୍କାନାଳ ପୌରାଧ୍ୟକ୍ଷାଙ୍କ ଘର ଆଗରେ ଫାଙ୍କା ଗୁଳିଚାଳନା କରାଯାଇଛି । ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଆଗରେ ଫାଙ୍କା ଗୁଳିଚାଳନା କରାଯାଇଛି । ବିଳମ୍ବିତ ରାତିରେ ଫାଙ୍କା ଗୁଳି ସହ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି ।

ଅଦ୍ୟତନ ହୋଇଛି
Shot in front of the mayor's house

Shot in front of the mayor's house

Advertisment

ପୌରାଧ୍ୟକ୍ଷାଙ୍କ ଘର ଆଗରେ ଗୁଳି ଢେଙ୍କାନାଳ ପୌରାଧ୍ୟକ୍ଷାଙ୍କ ଘର ଆଗରେ ଫାଙ୍କା ଗୁଳିଚାଳନା ହୋଇଛି । ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଆଗରେ ଫାଙ୍କା ଗୁଳିଚାଳନା ହୋଇଥିବା ଜଣାପଡିଛି । 

Advertisment

ଗତକାଲି  ବିଳମ୍ବିତ ରାତିରେ ଫାଙ୍କା ଗୁଳି ସହ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି । ୱାର୍ଡ ନମ୍ବର ୧୯ର କାଉନସିଲରଙ୍କ ଘରେ ପଶି ଆକ୍ରମଣର ମଧ୍ୟ ଅଭିଯୋଗ ହୋଇଛି । ଶାସକ ଦଳ କର୍ମୀ ଆକ୍ରମଣ ଓ ଗୁଳି କରିଥବା ପୌରାଧ୍ୟକ୍ଷା ଅଭିଯୋଗ କରିଛନ୍ତି । ତେବେ ଏ ନେଇ ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Shot In Front Of The Mayor's House
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ