• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

News Highlights

  • ମନ୍ତ୍ରୀଙ୍କ ନାଁରେ ହେବ ତଦନ୍ତ

  • IICଙ୍କୁ ନିର୍ଦ୍ଦେଶ ଦେଲେ ସାଲେପୁର JMFC କୋର୍ଟ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ। ମୃତ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ପ୍ରୋଟେଷ୍ଟ ପିଟିସନ କରିଥିଲେ। ଚାର୍ଜସିଟରେ ମନ୍ତ୍ରୀଙ୍କ ନାଁ ନଥିବାରୁ କୋର୍ଟରେ ପିଟିସନ କରିଥିଲେ ରମାକାନ୍ତ। ମନ୍ତ୍ରୀଙ୍କ ନାଁକୁ ବାଦ୍ ଦେଇ ଚାର୍ଜସିଟ୍ ଦାଖଲ କରିଥିଲା ପୋଲିସ। ତେଣୁ ଆଜି କୋର୍ଟ ଏହି ରାୟ ଦେଇଛନ୍ତି।

OTV is now on Whatsapp

Join and get latest news update delivered to you via whatsapp

Join Now