Advertisment

ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ

ଅଦ୍ୟତନ ହୋଇଛି
ପଞ୍ଚାୟତ ନିର୍ବାଚନ ନେଇ ସଜବାଜ, ହେଲେ ପୌର ନିର୍ବାଚନର ନାଁ ଧରୁନାହାନ୍ତି

pratap jena

Advertisment

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ। ମୃତ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ପ୍ରୋଟେଷ୍ଟ ପିଟିସନ କରିଥିଲେ। ଚାର୍ଜସିଟରେ ମନ୍ତ୍ରୀଙ୍କ ନାଁ ନଥିବାରୁ କୋର୍ଟରେ ପିଟିସନ କରିଥିଲେ ରମାକାନ୍ତ। ମନ୍ତ୍ରୀଙ୍କ ନାଁକୁ ବାଦ୍ ଦେଇ ଚାର୍ଜସିଟ୍ ଦାଖଲ କରିଥିଲା ପୋଲିସ। ତେଣୁ ଆଜି କୋର୍ଟ ଏହି ରାୟ ଦେଇଛନ୍ତି।

Advertisment
Odisha Pratap Jena Court
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ