Advertisment

କ୍ରିକେଟ ଖେଳକୁ ନେଇ ମହାଭାରତ: ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼

କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼।  ଅଣଛାତ୍ରଙ୍କ ଛୁରାମାଡ଼ରେ ୩ ଛାତ୍ର ଆହତ ହୋଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Three students of BJB College injured after allegedly being attacked over a cricket match

Three students of BJB College injured after allegedly being attacked over a cricket match

କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼। ଏଥିରେ ବିଜେବି କଲେଜର ୩ ଛାତ୍ର ଆହତ ହୋଇଛନ୍ତି। କଲେଜ ପଡ଼ିଆରେ ଖେଳିବାକୁ ନେଇ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।

Advertisment

ତେବେ ଅଣଛାତ୍ରଙ୍କ ଛୁରାମାଡ଼ରେ ୩ ଛାତ୍ର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Attack BJB College
Advertisment
Advertisment