/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685329036.jpg)
Ganja Seized
ଡ୍ରାଇଭର କେବିନ୍ ଭିତରେ ସିକ୍ରେଟ୍ ଚ୍ୟାମ୍ବର । ଆଉ ଚ୍ୟାମ୍ବର ଭିତରେ ପୁଳାପୁଳା ଗଞ୍ଜେଇ । ପୋଲିସ୍ ଆଖିରେ ଧୂଳି ଦେଇ ଟ୍ରକ ଭିତରେ ସିକ୍ରେଟ୍ ଚ୍ୟାମ୍ବର କରି
ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ ।
Advertisment
ଦୁଇ ଗଞ୍ଜେଇ ମାଫିଆ ଝାଡ଼ଖଣ୍ଡ ଧାନବାଦରୁ ଏକ ଟ୍ରକ୍ ରେ ଗଞ୍ଜେଇ ଧରି ଆସୁଥିବା ବେଳେ NCB ର ଭୁବନେଶ୍ୱର ଜୋନାଲ୍ ୟୁନିଟ୍ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି । ସୂଚନା ଅନୁସାରେ ପ୍ରାୟ ୨୭୩ କେଜି ଗଞ୍ଜେଇ ଏମାନଙ୍କଠାରୁ ଜବତ ହୋଇଛି, ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୦ ଲକ୍ଷରୁ ଅଧିକ ହେବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)