/odishatv-khabar/media/post_attachments/uploadimage/library/16_9/16_9_0/IMAGE_1692875188.jpg)
Police Encounter
ପୁରୀରେ ଏନ୍କାଉଣ୍ଟର ହୋଇଛି । ଅପରାଧୀ ପିନୁକୁ ଏନ୍କାଉଣ୍ଟର କରିଛି ପୋଲିସ । ପୋଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ହୋଇଥିବାବେଳେ ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି । ତା’କୁ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପିନୁ ନାଁରେ ପୂର୍ବରୁ ଅନେକ ଅପରାଧୀକ ମାମଲା ରହିଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)