Chandan Shishu

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଅଧିକାରୀ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଲେ। ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନିସ୍ପେକ୍ଟର ମାନସୀ ଜେନା ଧରାପଡ଼ିଲେ। ଜଣେ ସରକାରୀ କର୍ମଚାରୀଙ୍କ କେଶ ବନ୍ଦ କରିବା ଲାଗି ମୁକେଶ ସାହୁଙ୍କ ଜରିଆରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ। ଏବେ ମାନସୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। 

Other Stories