Advertisment

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ

୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଅଧିକାରୀ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଲେ। ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନିସ୍ପେକ୍ଟର ମାନସୀ ଜେନା ଧରାପଡ଼ିଲେ। ଜଣେ ସରକାରୀ କର୍ମଚାରୀଙ୍କ କେଶ ବନ୍ଦ କରିବା ଲାଗି ମୁକେଶ ସାହୁଙ୍କ ଜରିଆରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ। ଏବେ ମାନସୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। 

Advertisment
Vigilance Raid Vigilance Scanner
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ