Advertisment

Vigilance Raid; ଭିଜିଲାନ୍ସ ଜାଲରେ ସରକାରୀ ବାବୁ; ୯ସ୍ଥାନରେ  ଚଢ଼ାଉ

ସୂର୍ଯ୍ୟମଣି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ସମେତ  ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି।

ଅଦ୍ୟତନ ହୋଇଛି
vigilance

vigilance

Advertisment

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏକ କାଳୀନ ୯ସ୍ଥାନରେ ଚଢ଼ାଉ ହୋଇଛି ।

Advertisment

ଅଧିକ ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ; ଜାରି ରହିଛି ଚଢ଼ାଉ

ଆଜି ସକାଳେ ସୂର୍ଯ୍ୟମଣିଙ୍କ ପୈତୃକ ଗାଁ ଗଂଜାମ ଜିଲ୍ଲା ସୋରଡାର ତିନିଟି ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସୋରଡାରେ ଥିବା ଏହି ତିନିଟି ଘର ସୂର୍ଯ୍ୟମଣି ଭଡା ସୂତ୍ରରେ ଦେଇଥିବା ସୂଚନା ମିଳିଛି। ସେହିପରି ଜଟଣୀ ପୌରପରିଷଦ କାର୍ଯ୍ୟାଳୟରେ ବି ଚଢ଼ାଉ କରିଛି । ଏହା ସହ ଭୁବନେଶ୍ୱର ସ୍ଥିତ ବାସଭବନଭିଜିଲାନ୍ସ ଜାଲରେ ନିର୍ବାହୀ ଅଧିକାରୀ ଖୋର୍ଦ୍ଧା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ରେଡ୍ କରିଛି।

ସୂର୍ଯ୍ୟମଣି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ସମେତ  ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି। 

Advertisment

ଅଧିକ ପଢ଼ନ୍ତୁ:  ୨୦୨୪ରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୧୮୧ ସରକାରୀ ବାବୁ

Jatani Vigilance Raid Vigilance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ